ରାତି ଦୁଇଟାରେ ମିଳିଲା ସୁଦର୍ଶନଙ୍କ ଦାରୁ !

ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଭକ୍ତଙ୍କ ସହିତ କରନ୍ତି ଅଦୃଶ୍ୟ ଲୀଳା, ଭକ୍ତ ଓ ଭଗବାନଙ୍କ ଭାବକୁ ନେଇ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ “ମହାପ୍ରଭୁଙ୍କ ମହିମା”। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରରେ ଦାରୁ ଚିହ୍ନଟ ସମୟର ଏକ ଅନୁଭୁତି କହିଲେ ସେବାୟତ । ଆପଣ ଯଦି ଆମ ଚ୍ୟାନେଲ ପାଇଁ ନୂଆ ତାହାଲେ ଆମର ଏଇ Vir Kalinga ଚ୍ୟାନେଲକୁ Subscribe କରି ଆମର ଏକ ନୂତନ ସଦସ୍ୟ ହୋଇଯାଆନ୍ତୁ।

Share if you Care