ଆମେ ଶୁଣୁଛୁ ଆସନ୍ତା ବର୍ଷକୁ ରଥ ପାଇଁ କାଠ ନାହିଁ ! 

ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଭକ୍ତଙ୍କ ସହିତ କରନ୍ତି ଅଦୃଶ୍ୟ ଲୀଳା, ଭକ୍ତ ଓ ଭଗବାନଙ୍କ ଭାବକୁ ନେଇ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ “ମହାପ୍ରଭୁଙ୍କ ମହିମା”। ଆପଣ ଯଦି ଆମ ଚ୍ୟାନେଲ ପାଇଁ ନୂଆ ତାହାଲେ ଆମର ଏଇ Vir Kalinga ଚ୍ୟାନେଲକୁ Subscribe କରି ଆମର ଏକ ନୂତନ ସଦସ୍ୟ ହୋଇଯାଆନ୍ତୁ।