ଯବନ ଭକ୍ତଙ୍କ ଘରେ ମୋ ମହାପ୍ରଭୁ ! 

ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଭକ୍ତଙ୍କ ସହିତ କରନ୍ତି ଅଦୃଶ୍ୟ ଲୀଳା, ଭକ୍ତ ଓ ଭଗବାନଙ୍କ ଭାବକୁ ନେଇ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ “ମହାପ୍ରଭୁଙ୍କ ମହିମା”। ଯଦି ଆପଣ ଆମ ଚ୍ୟାନେଲ ପାଇଁ ନୂଆ ତାହାଲେ, ଆମର ଏଇ Vir Kalinga ଚ୍ୟାନେଲକୁ subscribe କରି ଆମର ଏକ ନୂତନ ସଦସ୍ୟ ହୋଇଯାଆନ୍ତୁ।